
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୩,୪୦,୬୧୫ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୫,୩୮,୬୩,୨୩୮ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୬୪ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୬୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୨୭ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୭୦୧ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୭୦୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୮୦୬ ହୋଇଛି ।