
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୨ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୮୧୩ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨୮୧୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୫୭୧ ହୋଇଛି ।