ଭୁବନେଶ୍ବର, ୧୭ ବର୍ଷରୁ କମ୍ ମହିଳା ବିଶ୍ୱକପ୍ ଫୁଟବଲ ମ୍ୟାଚ ଭୁବନେଶ୍ୱରରେ ଖେଳାଯିବ, । ଭାରତର ସମସ୍ତ ୩ଟି ଲିଗ୍ ମ୍ୟାଚ୍ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ । ଅକ୍ଟୋବର ୧୧, ୧୪ ଏବଂ ୧୭ ତାରିଖରେ ଏହି ବ ଲିଗ୍ ମ୍ୟାଚ ଖେଳା ଯିବ ବୋଲି ସୂଚନା ଦିଆଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO