ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୦୨୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯,୨୬୧ ହୋଇଛି ।