ଭୁବନେଶ୍ୱର,ଆଜି ଦକ୍ଷିଣ ଓଡ଼ିଶାର କେତେକ ଅଂଚଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ଭୁବନେଶ୍ୱର ସ୍ଥିତ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ମିଳିଥିବା ସୂଚନା ଅନୁସାରେ ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣାଂଚଳରେ ଥିବା କେତେକ ଜିଲ୍ଲାରେ ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ଅଛି । ଏହାଛଡ଼ା, ଆଜି ଓଡ଼ିଶାର କେସତେକ ଅଂଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO