
-
ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୯୫୦
ଭୁବନେଶ୍ୱର, ରାଜ୍ୟରେ ଗୋଟିଏ ଦିନରେ ୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୮୮୯୯୫ କୁ ବୃଦ୍ଧି ପାଇଛି । ସେହିପରି ୧୮ ବର୍ଷରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୨୭୯୪୯୯ ହୋଇଛି । ରାଜ୍ୟରେ ବର୍ତମାନ ସୁଦ୍ଧା ସକ୍ରିୟ ରୋଗୀଙ୍କ ସଂଖ୍ୟା ୩୧୭ ରହିଛି ।