ଭୁବନେଶ୍ୱର, ରାଷ୍ଟ୍ରପତି ପ୍ରାର୍ଥୀ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଘୋଷଣା କରିଛି ବିଜୁ ଜନତା ଦଳ । ରାଷ୍ଟ୍ରପତି ନିର୍ବାଚନ ପାଇଁ ଏନଡିଏ ପ୍ରାର୍ଥୀ ଦ୍ରୌପଦୀଙ୍କୁ ସମର୍ଥନ ପାଇଁ ଅପିଲ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ଦଳମତ ନିର୍ବିଶେଷରେ ଓଡିଶା ବିଧାନସଭାର ସମସ୍ତ ବିଧାୟକ ସମର୍ଥନ କରିବାକୁ ମୁଖ୍ୟମନ୍ତ୍ରୀ ଅପିଲ୍ କରିଛନ୍ତି । ଓଡ଼ିଶାର ଝିଅ ଶ୍ରୀମତୀ ଦୌପଦୀ ମୁର୍ମୁଙ୍କୁ ଦେଶର ସର୍ବୋଚ୍ଚ ଆସନରେ ଅଭିସିକ୍ତ କରିବା ଲାଗି ସମର୍ଥନ କରିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।
Related Stories
November 24, 2024
November 24, 2024