କେନ୍ଦ୍ରାପଡ଼ା, କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଗୁଲନଗର ଏଟିଏମରୁ ଗତକାଲି ବିଳମ୍ବିତ ରାତିରେ ଲୁଟ୍ ଉଦ୍ୟମ ବେଳେ ୩ ଜଣ ଲୁଟେରାଙ୍କୁ ଧରିବାରେ ସଫଳ ହୋଇଛି ପୋଲିସ । ସଦର ଥାନା ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Related Stories
November 23, 2024