ଗଞ୍ଜାମ,ବ୍ରହ୍ମପୁର ପୋଲିସ ଜିଲ୍ଲା ପକ୍ଷରୁ ସ୍ଵତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି । ଦୁଇ ଚକିଆ ଯାନରେ ୩ ଜଣ ବ୍ୟକ୍ତି ଯାତାୟାତ କରିପାରିବେ ନାହିଁ । ଏ ସମ୍ପର୍କରେ ପୋଲିସ ପକ୍ଷରୁ ସୂଚନା ଦିଆଯିବା ସହ ଜନସାଧାରଣଙ୍କୁ ଅନୁରୋଧ କରାଯାଇଛି । ଯେଉଁମାନେ ଏହାକୁ ଅମାନ୍ୟ କରିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବ୍ରହ୍ମପୁର ଜିଲ୍ଲା ପୋଲିସ ପକ୍ଷରୁ ସତର୍କ କରାଯାଇଛି ।
Related Stories
November 23, 2024