ଖୋର୍ଦ୍ଧା, ଖୋର୍ଦ୍ଧାରୁ ୧ କେଜି ୩୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ ଗିରଫ କରିଛି ଏସଟିଏଫ । ଗିରଫ ୪ ଅଭିଯୁକ୍ତ ଖୋର୍ଦ୍ଧା ଅଂଚଳର ହୋଇଥିବା ନେଇ ସୂଚନା ମିଳିଛି । ଜବତ ବ୍ରାଉନସୁଗାରର ମୂଲ୍ୟ ୧ କୋଟିରୁ ଉର୍ଦ୍ଧ୍ଵ ହେବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO