ଭବାନୀପାଟଣା,କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ପୁରୁଣା ଗୁମା ଗାଁରେ ଘରଭଡ଼ା ନେଇ ରହୁଥିବା ଜଣେ ମହିଳା ପୋଷ୍ଟମାଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଖବର ପାଇ ଥୁଆମୂଳ ରାମପୁର ପୋଲିସ ଘଟଣାସ୍ଥଳରେ ପହଂଚି ମୃତ ମହିଳାଙ୍କ ଶବ ଜବତ କରିବା ସହ ଏହାକୁ ବ୍ୟବଚ୍ଛେଦ ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Related Stories
May 16, 2024