ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୩୬୯ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫,୫୭୦ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୬୨୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୨୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୫୫୩ ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୪୧ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୫୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୦୩ ହୋଇଛି ।