ରାୟଗଡ଼ା, ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ପାଇକସୁଫେଲ ଗ୍ରାମରେ ବିଷାକ୍ତ ଛତୁ ଖାଇ ୭ ଜଣ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ଚିକିତ୍ସା ନିମନ୍ତେ କାଶୀପୁର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି ।
ରାୟଗଡ଼ା, ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ ପାଇକସୁଫେଲ ଗ୍ରାମରେ ବିଷାକ୍ତ ଛତୁ ଖାଇ ୭ ଜଣ ଅସୁସ୍ଥ ହୋଇପଡିଛନ୍ତି । ସେମାନଙ୍କୁ ଚିକିତ୍ସା ନିମନ୍ତେ କାଶୀପୁର ଗୋଷ୍ଠି ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO