ଜୟପୁର, ଜୟପୁର ସଦର ଥାନା ଅନ୍ତର୍ଗତ ପାଲିଗୁଡା ନିକଟ ଜଙ୍ଗଲରେ ଅବକାରି ଚଢାଉ ହୋଇଛି । ମଦ ମାଫିଆ ମାନେ ମଦ ଓ ପୋଚ ଲୁଚାଇ ରଖିଥିବା ସୁଚନା ପାଇ ଏହି ଚଢାଉ କରାଯାଛି । ଚଢାଉ ସୁଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିଲେ । ଅବକାରି ବିଭାଗ ଚଢାଉ କରି ମଦ ଭାଟି ଭାଙ୍ଗିବା ସହ ଘଟଣା ସ୍ଥଳରୁ ୧୧ ଶହ ଲିଟର ପୋଚ ଓ ୩୦ ଲିଟର ଦେଶି ମଦକୁ ଜବତ କରି ନଷ୍ଟ କରିଛି । ଡ୍ରମ, ମଦ ରନ୍ଧା ସରଞ୍ଜାମକୁ ଜବତ କରିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO