ଓଡିଶା ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ସୁନା ଜବତ desk November 14, 2019 ଭୁବନେଶ୍ୱର – ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ୧ କେଜି ୩୦୦ ଗ୍ରାମ ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୫୨ ଲକ୍ଷ ଟଙ୍କାରୁ ଉଦ୍ଧ୍ୱର୍ ହେବ । କେରଳ କୋଜିଗଡ଼ର ଜଣେ ବ୍ୟକ୍ତି କୁଆଲାଲାମପୁରରୁ ଏହି ସୁନା ନେଇ ଆସିଥିଲେ । ଭୁବନେଶ୍ୱର ବିମାନ ବନ୍ଦରରେ ସେ ଧରାପଡ଼ିଥିଲେ । Tags: Gold seized BBSR Airport Continue Reading Previous: କାର୍ -ବାଇକ୍ ଧକ୍କା : ଜଣେ ମୃତ, ୧ ଗୁରୁତର Next: ଋଷିକୂଲ୍ୟ, ଗହୀରମଥା ଓ ଦେବୀ ମୁହାଣରେ୨୦ କି.ମି. ଭିତରେ ମାଛ ଧରାକୁ ମନା Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ 1 min read ଓଡିଶା ଓସେପା ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ବ୍ୟବହାରିକ ଦକ୍ଷତା ପ୍ରଶିକ୍ଷଣ ଆୟୋଜିତ December 19, 2025 ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ ଓଡିଶା ଭଞ୍ଜକଳା ମଣ୍ଡପରେ ଆରମ୍ଭ ହେଲା ଜାତୀୟ କଣ୍ଢେଇ ନାଟ ଉତ୍ସବ December 19, 2025 ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା ଓଡିଶା ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବଙ୍କ କ୍ଷେତ୍ର ପରିଦର୍ଶନ ଏବଂ ସମୀକ୍ଷା December 19, 2025