ଭୁବନେଶ୍ୱର – ପୁଣି ଭୁବନେଶ୍ୱର ବିମାନ ବନ୍ଦରରୁ ୧ କେଜି ୩୦୦ ଗ୍ରାମ ଜବତ କରାଯାଇଛି । ଯାହାର ଆନୁମାନିକ ମୂଲ୍ୟ ୫୨ ଲକ୍ଷ ଟଙ୍କାରୁ ଉଦ୍ଧ୍ୱର୍ ହେବ । କେରଳ କୋଜିଗଡ଼ର ଜଣେ ବ୍ୟକ୍ତି କୁଆଲାଲାମପୁରରୁ ଏହି ସୁନା ନେଇ ଆସିଥିଲେ । ଭୁବନେଶ୍ୱର ବିମାନ ବନ୍ଦରରେ ସେ ଧରାପଡ଼ିଥିଲେ ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
