ଭୁବନେଶ୍ୱର, ବିଜେଡିର ଦୁଇ ନୂଆ ସାଂସଦ ମାନସ ମଙ୍ଗରାଜ ଓ ସୁଲତା ଦେଓ ରାଜ୍ୟସଭା ସାଂସଦ ଗୃହର ସଦସ୍ୟ ଭାବେ ଶପଥ ଗ୍ରହଣ କରିଛନ୍ତି। ଦିନ ୧୧ଟାରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦୁଇ ଓଡ଼ିଆ ସାଂସଦ ମାତୃଭାଷାରେ ଶପଥ ପାଠ କରିଛନ୍ତି।
ସୂଚନା ଥାଉକି, ନିଜ ନିଜ ପରିବାର ସହିତ ଦୁଇ ସାଂସଦ ଶପଥ ଗ୍ରହଣ ଉତ୍ସବରେ ସାମିଲ ହୋଇଥିଲେ । ତେବେ ପରବର୍ତ୍ତି ସମୟରେ ରାଜ୍ୟସଭା ସାଂସଦ ଭାବେ ଶପଥ ନେବେ ସସ୍ମିତ ପାତ୍ର ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO