ଭଞ୍ଜନଗର – ଭଞ୍ଜନଗର ଥାନା ଅନ୍ତର୍ଗତ ମହା ଗୁଡା ଗ୍ରାମର ଚରଣ ଗୌଡ଼ ଙ୍କ ନାବାଳିକା ଝୀଅ ମାମୁନି ଗୌଡ଼ ମୋବାଇଲ ଚାର୍ଜ କରୁଥିବା ବେଳେ କୌଣସି କାରଣ ରୁ ବିଦ୍ୟୁତ ତାର ସଂସ୍ପର୍ଶ ରେ ଆସି ଘଟଣା ସ୍ଥଳରେ ହିଁ ତାର ମୃତ୍ୟୁ ଘଟିଛି l ଏହାକୁ ନେଇ ପରିବାର ରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା l

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO