
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୩ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪୩୩ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୧୪୬ ହୋଇ ଯାଇଛି ।