
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୨,୬୫୯ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫୮୮୦ ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪୦୦ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୪୦୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯୬୦ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୪୨ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮୭୧ ହୋଇଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୦୨ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୨ ହୋଇଛି ।