ଭୁବନେଶ୍ୱର,ରାଜ୍ୟରେ କୋବିଡ ସଂକ୍ରମିତଙ୍କ ସଂଖ୍ୟା ଲଗାତାର ବଢୁଥିବା ବେଳେ ରାଜ୍ୟରେ କୋବିଡ ସ୍ଥିତି ନେଇ ଆଜି ସଂଧ୍ୟା ୫.୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା କରିବେ । ଏହି ବୈଠକରେ ମୁଖ୍ୟ ସଚିବ, ଉନ୍ନୟନ କମିଶନର, ସ୍ୱାସ୍ଥ୍ୟ ସଚିବ ପ୍ରମୁଖ ଉପସ୍ଥିତ ରହିବେ । ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇପାରେ ବୋଲି ଅନୁମାନ କରା ଯାଉଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO