
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୯୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୨୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୯୩୫ ହୋଇ ଯାଇଛି ।
ପଶ୍ଚିମ ବଙ୍ଗରେ ଗତ ୨୪ ଘଂଟାରେ ୩,୦୨୯କରୋନାର ନୂଆ ମାମଲା
କୋଲକାତା, ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୩,୦୨୯ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୮୫୬ ହୋଇ ଯାଇଛି ।