କଟକ,କଟକ ଖପୁରିଆ ସ୍ଥିତ ରୁଚି କମ୍ପାନୀର ପାସ୍ତା ୟୁନିଟ୍ ରେ ଘଟିଛି ଅଗ୍ନିକାଣ୍ଡ । ପାସ୍ତା ୟୁନିଟରେ ଥିବା ଇଲେକ୍ଟ୍ରି ପ୍ୟାନେଲ ବୋର୍ଡ଼ରେ ଘଟିଛି ଅଗ୍ନିକାଣ୍ଡ । ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଂଚି ନିଆଁକୁ ଆୟତ କରିଛି । ତେବେ କ୍ଷୟକ୍ଷତି ସମ୍ପର୍କିତ କୌଣସି ସୂଚନା ନାହିଁ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO