
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୧୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୭୭ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪୯୧ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୪୯୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୯୪ ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୭୫ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୭୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୨୩୩ ହୋଇଛି ।