ଭୁବନେଶ୍ୱର, କେନ୍ଦୁଝର ଜିଲ୍ଲା ଘଷିପୁରା ଖଲଣା ଗୁଳିକାଣ୍ଡ ଘଟଣାର ସରଜମିନ ତଦନ୍ତ ପାଇଁ ରାଜ୍ୟ ବିଜେପିର ଏକ ପ୍ରତିନିଧି ଦଳ ମଙ୍ଗଳବାର ଅପରାହ୍ନରେ ଖଲଣା ଗସ୍ତ କରିଛି ।
ଏହି ପ୍ରତିନିଧି ଦଳରେ ପୂର୍ବତନ ସାଂସଦ ତଥା ବିଜେପି ଅନୁସୂଚିତ ମୋର୍ଚ୍ଚା ରାଜ୍ୟ ସଭାପତି ବିଭୁ ପ୍ରସାଦ ତରାଇ, ରାଜ୍ୟ ଉପସଭାପତି ତଥା ବିଧାୟକ ନାଉରୀ ନାଏକ, ବିଧାୟକ ସନାତନ ବିଜୁଳି ଏବଂ ରାଜ୍ୟ ମୁଖପାତ୍ର ସତ୍ୟବ୍ରତ ପଣ୍ଡା ପ୍ରମୁଖ ସାମିଲ ଅଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO