
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୫୧୫ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪,୫୭୯ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୭୧୨ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୭୧୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୨୭ ହୋଇ ଯାଇଛି ।