ଭୁବନେଶ୍ୱର, ମୌସୁମୀ ଟ୍ରଫ୍ ଲାଇନ୍ ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ତେବେ ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ । ଏହାପରେ ୨୮ ତାରିଖରୁ ବର୍ଷା ବଢିବାର ସମ୍ଭାବନା ରହିଥିବା ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
Related Stories
November 24, 2024
November 24, 2024