ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଥିବା ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି । ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ତାଙ୍କୁ ଭେଟିଛନ୍ତି ।
Related Stories
November 23, 2024