ଭୁବନେଶ୍ୱର,ଆଜି ଓଜେଇଇ ରେଜଲ୍ଟ ପ୍ରକାଶ ପାଇବ । ଆଜି (ବୁଧବାର)ସକାଳ ୧୧ଟା ୩୦ରେ ରେଜଲ୍ଟ ବାହାରିବ । ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତି ରଂଜନ ଘଡାଇ ଷ୍ଟେଟ୍ କାଉନ୍ସିଲ ଫର୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ଗୋକେସନାଲ ଟ୍ରେନିଂ କନଫରେନ୍ସ ହଲ୍ ଠାରେ ଓଜେଇଇ ରେଜଲ୍ଟ ଘୋଷଣା କରିବେ ।
ସୂଚନାଯୋଗ୍ୟ ଯେ ଗତ ଜୁଲାଇ ୪ ରୁ ୮ ଯାଏଁ ଓଜେଇଇ ପରୀକ୍ଷା ହୋଇଥିଲା । ପାଖାପାଖି ୬୦,୦୦୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO