ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୮,୩୧୩ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୭ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧,୪୫,୦୨୬ବେଳେ ବର୍ତମାନ ସୁଦ୍ଧା ୫୨୬୧୬୭ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୪, ୨୫ ୩୩୭ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୪, ୨୫ ୩୩୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୭,୩୬,୧୧,୨୫୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା