ଭୁବନେଶ୍ୱର , ଓଡିଶା ସାହିତ୍ୟ ଏକାଡେମୀ ପୁରସ୍କାର ନିୟମାବଳୀ ବିବାଦ ମାମଲାରେ ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଜାରି କରିଛନ୍ତି । ଏହାସହ ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କରାଯାଇଛି । ଚାରି ସପ୍ତାହ ମଧ୍ୟରେ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୪ ସପ୍ତାହ ପରେ ମାମଲାର ପରବର୍ତୀ ଶୁଣାଣି ହେବ ।
Related Stories
November 24, 2024
November 24, 2024