ଭୁବନେଶ୍ୱର, ଆଜି ବ୍ୟାଘ୍ର ଦିବସ ଅବସରରେ ରାଜ୍ୟରେ ବାଘ ସଂଖ୍ୟା ଲଗାତାର ଭାବେ ହ୍ରାସ ପାଉଥିବା ନେଇ ଗୃହରେ ଉଦବେଗ ପ୍ରକାଶ ପାଇଛି । ଶୂନ୍ୟକାଳରେ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ ଏହି ପ୍ରସଙ୍ଗ ଉଠାଇ କହିଛନ୍ତି ଯେ ରାଜ୍ୟରେ ୨୦୦୬ ମସିହାରେ ୧୧୧ ବାଘ ଥିଲେ । ଆଉ ୨୦୦୮ରେ ଏହି ସଂଖ୍ୟା ୨୮ରେ ପହଞ୍ଚିଛି । ସେହିପରି ନନ୍ଦନକାନନରେ ପଶୁପକ୍ଷୀଙ୍କ ସଂଖ୍ୟା କମିବାରେ ଲାଗିଛି । ତେଣୁ ସରକାର ଏହା ଉପରେ ଗୁରୁତ୍ୱ ଦିଅନ୍ତୁ ବୋଲି ସେ ଦାବି କରିଛନ୍ତି ।
Related Stories
November 23, 2024
November 23, 2024
November 23, 2024