ଗଞ୍ଜାମ,ସମୁଦ୍ରର ଉଚ୍ଚ ଜୁଆରରେ ଧୋଇଯାଇଛି ୬ରୁ ଅଧିକ ଘର । ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ ଅନ୍ତର୍ଗତ ପୋଡମପେଟା ଗ୍ରାମରେ ଉଚ୍ଚ ଜୁଆରରେ ଭୁଶୁଡିଛି ୬ରୁ ଅଧିକ ଘର । ଗତକାଲି ରାତିରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବା ଫଳରେ ଜୁଆର ମାଡରେ ଘରଗୁଡିକ ଭୁଶୁଡ଼ି ପଡିଥିଲା । ତେବେ ଏଥିରେ କେହି ମୃତାହତ ହୋଇନାହାଁନ୍ତି ।
ଅନ୍ୟପକ୍ଷରେ ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର ସତ୍ଵେ କିଛି ପରିବାର ଗାଁ ଛାଡୁନଥିବା ଜଣାପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO