ଭୁବନେଶ୍ବର, ଦରଦାମ ବୃଦ୍ଧି ଓ ଜିଏସଟି ନେଇ କଂଗ୍ରେସ ଆନ୍ଦୋଳନ କରିବ । ପିସିସି ସଭାପତି ଶରତ ପଟ୍ଟନାୟକ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଆସନ୍ତା 5ରେ ଭୁବନେଶ୍ୱରରେ ରାଜଭବନ ଓ ପ୍ରତ୍ୟେକ ଜିଲ୍ଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO