ଭୁବନେଶ୍ବର, ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ଅପରାହ୍ନ 5 ଟା ରୁ ରାତି 9 ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO