ଭୁବନେଶ୍ବର,ଓଡିଶା ବିଧାନସଭାର ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ନେତୃତ୍ୱରେ ବିଧାୟକ ମାନେ ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସାକ୍ଷାତ କରିଛନ୍ତି । ସେମାନେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ବିଧାନସଭା ପକ୍ଷରୁ ଅଭିନନ୍ଦନ ଜଣାଇବାକୁ ଯାଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO