ଭୁବନେଶ୍ୱର,ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା। ମିଳିଛି । ଅନୁଭବଙ୍କ ସୁରକ୍ଷା କର୍ମୀଙ୍କୁ ଜାତିଆଣ ଆକ୍ଷେପ କରିଥିବା ନେଇ ଅଭିଯୋଗ କରିଥିଲେ । ଏହି ମାମଲାରେ ଆଗୁଆ ଜାମିନ ଆବେଦନ କରି ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଥିଲେ ବର୍ଷା।
ଉଲ୍ଲେଖନୀୟ ଯେ ସାଂସଦ ଅନୁଭବଙ୍କ କର୍ମଚାରୀଙ୍କୁ ଜାତିସୂଚକ ଗାଳି ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ଦିଲ୍ଲୀ ପୋଲିସ ବର୍ଷାଙ୍କୁ ସମନ କରିଥିଲା । ବର୍ଷାଙ୍କ ସହ ତାଙ୍କ ଝିଆରୀ ଓ ମାଆଙ୍କୁ ବି ସମନ ହୋଇଥିଲା ।