ଭୁବନେଶ୍ୱର, ସିଏଜି ରିପୋର୍ଟରେ ରାଜ୍ୟ ସରକାରଙ୍କ ଦୁର୍ନୀତି ଓ ଅପାରଗତାର ଖୁଲାସା ହୋଇଛି । ବିଶେଷ ଭାବରେ ଜଙ୍ଗଲ, ପୂର୍ତ୍ତ, ଜଳସଂପଦ ଓ ଖଣି ବିଭାଗରେ ବ୍ୟାପକ ଦୁର୍ନୀତି ହୋଇଥିବା ଏଥିରେ ଉଲ୍ଲେଖ ରହିଥିବା ବେଳେ ଏଥିଯୋଗୁ ରାଜ୍ୟବାସୀଙ୍କୁ ହଜାର ହଜାର କୋଟି କୋଟି ଟଙ୍କାର କ୍ଷତି ସହିବାକୁ ପଡ଼ିଛି। ଏହି ଦୁର୍ନୀତି ନେଇ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କୁ ଅବଗତ କରାଯିବା ସହ ଲୋକସଭା ଓ ରାଜ୍ୟସଭାରେ ଏହି ପ୍ରସଙ୍ଗ ଉଠାଯିବ । ବିଜେପି ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ପାର୍ଟୀ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।
Related Stories
November 24, 2024
November 24, 2024