ଭୂୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ଦୁଇ ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁର ଅଡିଟ ପ୍ରକ୍ରିୟା ସମ୍ପୂର୍ଣ ହେବା ପରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ ଭୁବନେଶ୍ୱରର ଜଣେ ୪୦ ବର୍ଷୀୟା ମହିଳାଙ୍କର କରୋନାରେ ମୃତ୍ୟୁ ଘଟିଛି । ସେହି ପରି କଟକ ଜିଲ୍ଲାର ଜଣେ ୫୫ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO