
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୨୮୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୩୯୨ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦୭୩କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୦୭୩ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫,୬୩୭ ହୋଇ ଯାଇଛି ।