ଭୁବନେଶ୍ବର, ରାଜ୍ୟଗୋଷ୍ଠୀ କ୍ରୀଡାରେ ଲଂଗ ଜମ୍ପରରେ ରୋପ୍ୟପଦକ ବିଜୟୀ ହୋଇଥିବା ମୁରଲୀଶ୍ରୀଶଙ୍କରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ତାଙ୍କୁ ଶୁଭକାମନା ଦେକଛନ୍ତି । ଭବିଷ୍ୟତରେ ସେ ଦେଶ ପାଇଁ ଆହୁରି ଗୌରବ ଆଣିବେ ବୋଲି କାମନା କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO