ପୁରୀ, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆଜି ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଛି । ଟାଉନ ଥାନା ନିକଟ ନୀଳାଦ୍ରି ଭକ୍ତ ନିବାସରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିରର ନୀତିକାନ୍ତି, ଗୁରୁକୂଳ ଶିକ୍ଷାକେନ୍ଦ୍ର, ସେବାୟତ କଲ୍ୟାଣ ଗୃହ ଯୋଜନା, ଶ୍ରୀମନ୍ଦିର ସୁରକ୍ଷା ସମ୍ପର୍କରେ ଆଲୋଚନା ହୋଇଥିଲା । ଅପରାହ୍ନ ୧ଟା ସୁଦ୍ଧା ଏହି ବୈଠକ ଚାଲୁ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO