ବାରିପଦା, ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ଅନ୍ତର୍ଗତ ନୁଦଡିହା ଫାଣ୍ଡି ନିକଟରେ ମୁକୁଳା ଡ୍ରେନ୍ ରେ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ଖବର ପାଇ କପ୍ତିପଦା ଥାନା ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି । ପୋଲିସ ପକ୍ଷରୁ ଯୁବକଙ୍କ ଶବ ଚିହ୍ନଟ ପ୍ରକ୍ରିୟା ଜାରୀ ରହିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO