ବଲାଙ୍ଗିର, ବଲାଙ୍ଗିର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ ନାମରେ ଯୌନ ନିର୍ଯାତନା ସହ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି ଜଣେ ମହିଳା ଅଧିକାରୀ । ସମ୍ପୃକ୍ତ ମହିଳା ଅଧିକାରୀ ଜଣକ ଏ ସମ୍ପର୍କରେ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି ।
ଅନ୍ୟପକ୍ଷରେ ଘଟଣାର ତଦନ୍ତ କରାଯିବ ଏବଂ ଯଦି ଏଥିରେ ଯୋଗାଣ ଅଧିକାରୀଙ୍କ ସମ୍ପୃକ୍ତି ଥାଏ, ତେବେ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ଚଂଚଲ ରାଣା କହିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO