ଜୟପୁର, କୋରାପୁଟ ଜିଲ୍ଲା ପ୍ରସିଦ୍ଧ ଗୁପ୍ତେଶ୍ଵରଙ୍କୁ ଆଜି ଶ୍ରାବଣ ଶେଷ ସୋମବାରରେ ହଜାର ହଜାର ସଂଖ୍ୟାରେ କାଉଡ଼ିଆ ଜଳଲାଗି କରିଛନ୍ତି । ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । କାଉଡ଼ିଆ ମାନେ ଧାଡିରେ ଯାଇ ବାବା ଗୁପ୍ତେଶ୍ଵରଙ୍କୁ ଦର୍ଶନ ସହ ଜଳଲାଗି କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO