ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ ୧୬,୧୬୭ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪୨ ଜଣଙ୍କର ମୃତ୍ୟୁ ଘଟିଛି । ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ଥିବା ୧,୩୧,୮୦୭ ବେଳେ ବର୍ତମାନ ସୁଦ୍ଧା ୫୨୬୭୭୨ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋବିଡ ପାଇଁ ୩, ୬୩ ୮୫୫ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୩, ୬୩ ୮୫୫ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୭,୮୫,୫୨,୦୧୭ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା