ଭୁବନେଶ୍ୱର, ରାଜଧାନୀରେ ପୁଣି ମିଳିଛି ଧଳାଜହର । ଭୁବନେଶ୍ୱର କେଦାରପଲ୍ଲୀ ବସ୍ତିରୁ ୨୨ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରିଛି କଟକ ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡ । ବ୍ରାଉନସୁଗାର ବିକ୍ରି କରିବା ଅଭିଯୋଗରେ ଜଣେ ମହିଳା ବ୍ୟବସାୟୀ ଗିରଫ ହୋଇଛନ୍ତି । ଗିରଫ ମହିଳା ଜଣଙ୍କ ହେଲେ ସୁଷମା ନାୟକ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO