ଭୁବନେଶ୍ୱର, ଆଜି ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ । ଆଜି ସନ୍ଧ୍ୟା ୫ଟା ୪୫ରେ ମୁଖ୍ୟମନ୍ତ୍ରୀ ନବୀନଦ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଆୟୋଜିତ ହେବ । ଏଥିରେ କିଛି ଗୁରୁତ୍ବପୂର୍ଣ ପ୍ରସ୍ତାବକୁ ଅନୁମୋଦନ ଦିଆ ଯାଇ ପାରେ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO