ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨,୭୨୬ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୪୦ ହୋଇ ଯାଇଛି ।