ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ କୋଭିଡ ପାଇଁ ୩, ୬୨,୮୦୨ ନମୂନା ପରୀକ୍ଷଣ କରାଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୮୭,୯୯,୦୦,୨୪୨ ନମୂନାର ପରୀକ୍ଷଣ କରାଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆଯାଇଛି ।
କରୋନାରେ ଦେଶରେ ଗତ ୨୪ ଘଂଟାରେ ୧୫,୮୧୫ ନୂଆ ମାମଲା
ନୂଆଦିଲ୍ଲୀ, ଦେଶରେ ଗତ ୨୪ ଘଂଟା ମଧ୍ୟରେ ୧୫,୮୧୫ ଟି ନୂଆ କରୋନା ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬୮ ଜଣଙ୍କର ମୃତ୍ୟୁ ଘଟିଛି । ୨୦, ୦୧୮ଜଣ ସୁସ୍ଥ ହୋଇଛନ୍ତି । ଆଜି ସକାଳେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ସକ୍ରିୟ ରୋଗୀଙ୍କ ସଂଖ୍ୟା ୧,୧୯,୨୬୪ ଥିବାବେଳେ ବର୍ତମାନ ସୁଦ୍ଧା ୫୨୬୯୯୬ ଜଣଙ୍କ ମୃତ୍ୟୁ ଘଟିଛି ।